ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୬୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭୧ ହୋଇ ଯାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୨୨୭ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୨୨୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୮୦୩୬ ସକ୍ରିୟ ମାମଲା ରହିଛି ।