ଝାରସୁଗୁଡ଼ା, ଆଜି ଝାରସୁଗୁଡ଼ା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେଓ୍ବାଇ) କାର୍ଡ ବଂଟନର ଶୁଭାରମ୍ଭ ହୋଇଯାଇଛି । ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଉଦଘାଟନ କରିଥିଲେ ।
ଏହି ଅବସରରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ, ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି ଓ ସାଂସଦ ସୁରେଶ ପୁଜାରି ପ୍ରମୁଖ ଉପସ୍ଥିତ ଥିଲେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO