ଭୁବନେଶ୍ୱର,ରାଜ୍ୟରେ କରୋନାରେ ଆଉ ୨ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୩୭୯ ହୋଇ ଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରୁ ୨ ଜଣ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।
ରାଜ୍ୟରେ କରୋନାରେ ଆଉ ୨ ଜଣଙ୍କର ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୨ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।