ଜୟପୁର, ୧ ହଜାର ୨୧ କେଜି ଗଞ୍ଜେଇ ଜବତ କରିବା ସହ ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ଜୟପୁର ସଦର ଥାନା ପୋଲିସ । ଗତକାଲି ରାତିରେ ୨୬ ନଂ ଜାତୀୟ ରାଜପଥର ଜୟପୁର ଘାଟି ରାସ୍ତାରୁ ଏହି ଗଞ୍ଜେଇକୁ ଜବତ କରିଛି ପୋଲିସ । ଉତରପ୍ରଦେଶ ଚାଲାଣ ବେଳେ ଏହାକୁ ଜବତ କରାଯାଇଛି । ଜବତ ଗଞ୍ଜେଇର ମୂଲ୍ୟ ୧ କୋଟିରୁ ଉର୍ଦ୍ଧ୍ୱ ହେବ । ପୋଲିସ ପକ୍ଷରୁ ଏନେଇ ଅଧିକ ତଦନ୍ତ ଜାରୀ ରହିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO