ବାରିପଦା,ବାରିପଦା ସଦର ଥାନା ଅନ୍ତର୍ଗତ ମଚାଂବନ୍ଧାର ଏସଆର ପେଟ୍ରୋଲ ପମ୍ପରେ ଗତକାଲି ବିଳମ୍ବିତ ରାତିରେ ଡ଼କାୟତି ହୋଇଛି । ପେଟ୍ରୋଲ ପମ୍ପରୁ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ । ଖବର ପାଇ ପୋଲିସ ଘଟଣାର ଛାନଭିନ୍ ଆରମ୍ଭ କରିଛି ।
ଏଠାରେ ଉଲ୍ଲେଖଯୋଗ୍ୟ, ଗତ ୧୫ ଦିନ ମଧ୍ୟରେ ଅଂଚଳରେ ୪ଟି ପେଟ୍ରୋଲ ପମ୍ପରୁ ଟଙ୍କା ଲୁଟ୍ ହୋଇଥିବା ଜଣାପଡିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO