ଭୁବନେଶ୍ୱର, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାର୍ତିକ ପୂର୍ଣିମା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ ଆମର ଐତିହ୍ୟ, ସଂସ୍କୃତି ଓ ପରମ୍ପରାକୁ ଉଜ୍ଜିବୀତ କରିବାର ଅବସର । ଏହି ଶୁଭ ପର୍ବ ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା ।