ଭୁବନେଶ୍ୱର, ବର୍ଷା ଯୋଗୁ ସାରା ରାଜ୍ୟରେ ବିଭିନ୍ନ ସହରାଂଚଳର କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ରାସ୍ତାଘାଟ, ନର୍ଦ୍ଦମା ଓ ଫୁଟପାଥ ଆଦିର ମରାମତି ତଥା ଉନ୍ନତି କରଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫୦୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି କାର୍ଯ୍ୟ ତୁରନ୍ତ ଆରମ୍ଭ କରିବା ସହିତ ଆଗାମୀ ମୌସୁମୀ ଋତୁ ପୂର୍ବରୁ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
Related Stories
November 22, 2024