ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୩୩୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫୦୨୨ ହୋଇଛି ।
ଆସାମରେ କରୋନାର ୧୯୦ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧୯୦ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୭୦୭ ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୩୦ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨୫ ହୋଇ ଯାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୨୪୨ କରୋନାର ନୂଆ ମାମଲା
ବେଙ୍ଗାଲୁରୁ ,କର୍ଣାଟକରେ ଗତ ୨୪ ଘଂଟାରେ ୨୪୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୭,୨୫୮ ସକ୍ରିୟ ମାମଲା ରହିଛି ।