ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୨୨୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୬,୭୦୭ ସକ୍ରିୟ ମାମଲା ରହିଛି ।