ନୂଆଦିଲ୍ଲୀ, ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଉତରପ୍ରଦେଶର କାନପୁରରେ ପହଂଚିବା ପରେ ତାଙ୍କୁ ସେଠାରେ ଉତରପ୍ରଦେଶ ରାଜ୍ୟପାଳ ଶ୍ରୀମତୀ ଆନନ୍ଦିବେନ ପଟେଲ ଏବଂ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସ୍ୱାଗତ କରିଛନ୍ତି । ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ଏକ ଟ୍ୱିଟ୍ ଜାରି ହୋଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO