ନୂଆଦିଲ୍ଲୀ,ଉତରପ୍ରଦେଶର କାନପୁରକୁ ଆବର୍ଜ୍ଜନା ମୁକ୍ତ ସହର ଭାବେ ଗଢ଼ି ତୋଳିବାକୁ ଏଚବିଟିୟୁ ସହିତ କାନପୁରର ସମସ୍ତ ଉଚ୍ଚ ଶିକ୍ଷା ଅନୁଷ୍ଠାନ, ସମସ୍ତ ଔଦ୍ଦୋଗିକ ଗବେଷଣା ପ୍ରତିଷ୍ଠାନ, ସମସ୍ତ ବିଦ୍ୟାର୍ଥୀ ତଥା ସଚେତନ ନାଗରିକ ଗଣ ମିଳିତ ଭାବେ ଯୁଦ୍ଧକାଳୀନ ଭିତିରେ କାର୍ଯ୍ୟ କରିବେ ବୋଲି ମୁଁ ଆଶା କରୁଛି, ଏହା କହିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଆଜି ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ଏକ ଟ୍ୱିଟ୍ ଜାରୀ ହୋଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO