-
ରାଜ୍ୟରେ କରୋନାରେ ଆଉ ୨ ଜଣଙ୍କର ମୃତ୍ୟୁ
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୨ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୪୦୧ ହୋଇ ଯାଇଛି ।
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୨ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୪୦୧ ହୋଇ ଯାଇଛି ।
Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO