
ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୪୭୪୧ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪୮,୫୦୧ହୋଇ ଯାଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୨୭ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୦ ହୋଇ ଯାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୩୨୨ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୩୨୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୭୫୪ ହୋଇଛି ।