
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୭ ହୋଇ ଯାଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬୭୮ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬୭୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୫୫୫ହୋଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୨୯୧ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୨୯୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୬,୪୧୬ ସକ୍ରିୟ ମାମଲା ରହିଛି ।