
ଦେହରାଦୁନ , ଉତରାଖଣ୍ଡରେ ଗତ ୨୪ ଘଂଟାରେ ୨୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୧ ହୋଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୭୨୦ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୭୨୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୯ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୨୪୪ହୋଇଛି ।