ଭୁବନେଶ୍ୱର, ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଗୃହକୁ ଅଚଳ କରାଇ ଦେଇଥିବା ବିଜେପି ବିଧାୟକ ମାନେ ଶୁକ୍ରବାର ଦିନ ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି .
ବିଜେପି ବିଧାୟକ ମାନେ ଶୁକ୍ରବାର ଦିନ ବିଧାନସଭାର ପବିତ୍ର ଗୃହରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ପ୍ରବେଶ କରିଥିବା ହେତୁ ସେହି ସ୍ଥାନକୁ ପବିତ୍ର କରିବା ଲାଗି ବାହାରେ ଗଙ୍ଗାଜଳ ଓ ଗୋବରପାଣି ସିଂଚନ କରି ଅଭିନବ ପ୍ରତିବାଦ ଜଣାଇଛନ୍ତି ।