ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୩୯୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭୦୧୨ହୋଇଛି ।
ପଂଜାବରେ ଗତ ୨୪ ଘଂଟାରେ ୪୬ କରୋନାର ନୂଆ ମାମଲା
ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୪୬ ନୂଆ କରୋନାର ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪୭ହୋଇଛି ।
ଉତର ପ୍ରଦେଶରେ ୨୭ କରୋନା ନୂଆ ମାମଲା
ଲକ୍ଷ୍ନୌ ,ଉତର ପ୍ରଦେଶରେ ଗତ ୨୪ ଘଂଟାରେ ୨୭ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ଉତର ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୧୬ ସକ୍ରିୟ ମାମଲା ରହିଛି ।