ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧୦୧ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧,୧୪୩ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।