
କୋରାପୁଟ, ଜାତୀୟ ରାଜପଥର ସୁଙ୍କି ଘାଟିରେ ଦୁଇ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣା ପରେ ରାସ୍ତା ଏକ ପ୍ରକାର ବନ୍ଦ ହୋଇଯାଇଛି । ଘାଟିର ଉଭୟ ପାଶ୍ୱର୍ରେ ଶହ ଶହ ସଂଖ୍ୟାରେ ଯାନବାହନ ଦୀର୍ଘ ସମୟ ଧରି ଅଟକି ରହିଛି । ଖବର ପାଇ ପୋଲିସ ଘଟଣାସ୍ଥଳ;ରେ ପହଂଚି ରାସ୍ତାରୁ ଦୁର୍ଘଟଣାଗ୍ରସ୍ତ ଦୁଇ ଟ୍ରକ୍ କୁ ହଟାଇବାକୁ ଉଦ୍ୟମ ଜାରୀ ରଖିଛି ।