
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧୪୧ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୧୩୫ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୬୮୮ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୬୮୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୧ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭,୮୨୧ହୋଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬୯୫ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୬୯୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।