ବଲାଙ୍ଗିର, ହେଲିକେପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଥିବା ସିଡିଏସ୍ ଜେନରାଲ ବିପିନ ରାୱତଙ୍କ ଚିତ୍ର ଆଙ୍କି ତାଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି ଟିଟଲାଗଡ଼ ମାଟିରର ଯୁବ ଚିତ୍ରଶିଳ୍ପୀ ଆଗମନ ଛୁରା । ସେ ତାଙ୍କର ଏହି କଳାକୃତି ମାଧ୍ୟମରେ ସହିଦଙ୍କ ପ୍ରତି ଶେଷ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO