ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦିନ ମଧ୍ୟାହ୍ନ ୧୨ଟାରେ ବିଜ୍ଞାନ ଭବନରେ ଜମାକର୍ତା ପହଲେ: ୫ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଗ୍ୟାରେଂଟିକୃତ ସମୟବଦ୍ଧ ଜମା ବୀମା ଭୁକତାନ ଉପରେ ସମାରୋହକୁ ସମ୍ବୋଧିତ କରିବେ । ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ(ପିଏମ୍ଓ) ଶନିବାର ଦିନ କହିଛନ୍ତି ଯେ ସମାରୋହରେ କେନ୍ଦ୍ରୀୟ ଅର୍ଥମନ୍ତ୍ରୀ, ଅର୍ଥ ରାଜ୍ୟ ମନ୍ତ୍ରୀ ଏବଂ ଆରବିଆଇ ଗଭର୍ଣ୍ଣର ମଧ୍ୟ ଉପସ୍ଥିତ ରହିବେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO