
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୫୬୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୫୦୭ହୋଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୬୫୭ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୬୫୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭,୬୬୬ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୩୦ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୩ ହୋଇ ଯାଇଛି ।