ଭୁବନେଶ୍ୱର,ରାଜ୍ୟରେ କରୋନାରେ ଆଉ ୨ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୪୩୨ ହୋଇ ଯାଇଛି ।
ରାଜ୍ୟରେ କରୋନାରେ ଆଉ ୨ ଜଣଙ୍କର ମୃତ୍ୟୁ , ମୋଟ ମୃତ୍ୟୁ ସଂଖ୍ୟା ୮୪୩୯ ହେଲା
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୨ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୪୩୨ ହୋଇ ଯାଇଛି । ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ କେନ୍ଦୁଝର ଓ ଖୋର୍ଧା ଜିଲ୍ଲାରେ ୧-୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।