
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୨୬୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭, ୧୬୫ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୪୫ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୪୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦୭ ହୋଇ ଯାଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୬୮୧ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୬୮୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୦୯ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭,୬୧୧ ହୋଇଛି ।