
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୯୨୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୪୬୭ ହୋଇଛି ।
ଆସାମରେ କରୋନାର ୧୩୧ ନୂଆ ମାମଲା
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧୩୧ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୦୭୪ ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।