ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୮୫୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୧ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୯୪୨ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୮୬ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୮୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୮୪ ହୋଇ ଯାଇଛି ।