
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୩୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୫୯୮ ହୋଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୬୧୦ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୬୧୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭,୨୭୦ ହୋଇଛି ।