
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୯୦୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭,୦୬୮ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧୦୭ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୦୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୪୦ ହୋଇ ଯାଇଛି ।