
ଚେନ୍ନାଇ ,ତାମିଲନାଡୁରେ ଗତ ୨୪ ଘଂଟାରେ ୬୦୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୬ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୭,୧୭୨ ହୋଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୫୪୪ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୫୪୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦୯୩ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୯୧ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୯୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୧ ହୋଇ ଯାଇଛି