ଭୁବନେଶ୍ୱର, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଶିଷ୍ଟ ସାହିତ୍ୟିକ ମହାପାତ୍ର ନୀଳମଣି ସାହୁଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଆ ସାହିତ୍ୟର ଜଣେ ପ୍ରବୀଣ ସାରସ୍ୱତ ସାଧକ ମହାପାତ୍ର ନୀଳମଣି ସାହୁଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।