
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୨୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୨୪ ହୋଇ ଯାଇଛି ।
କର୍ଣାଟକରେ ଗତ ୨୪ ଘଂଟାରେ ୩୨୧ କରୋନାର ନୂଆ ମାମଲା
ବେଙ୍ଗାଲୁରୁ , କର୍ଣାଟକରେ ଗତ ୨୪ ଘଂଟାରେ ୩୨୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ରାଜ୍ୟରେ ୭୧୩୮ ସକ୍ରିୟ ମାମଲା ରହିଛି ।