ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୬୦୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧ ମୃତ୍ୟୁ ଘଟିଛି । ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୧୧୮ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୧୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୮୪ ହୋଇ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO