ଭୁବନେଶ୍ୱର, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନକ୍ରମେ ରଶ୍ମୀରଞ୍ଜନ କାନୁନଗୋଙ୍କୁ ସାମାଜିକ ସଂଗଠନ ରାଜ୍ୟ ସଂଯୋଜକ ଭାବେ ଦାୟୀତ୍ୱ ପ୍ରଦାନ କରାଯାଇଛି । ଗଣମାଧ୍ୟମ ବିଭାଗ ମୁଖ୍ୟ ଦିଲୀପ ମଲ୍ଲିକ ଏହି ସୂଚନା ଦେଇଛନ୍ତି ।