ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୧ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୪୫୧ ହୋଇ ଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଜିଲ୍ଲାରେ ୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଭୁବନେଶ୍ୱରର ଜଣେ ୪୬ ବର୍ଷୀୟ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ହୋଇଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ରାଜ୍ୟରେ କରୋନାରେ ଆଉ ୧ ଜଣଙ୍କର ମୃତ୍ୟୁ