
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୧୮୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୮୨ ହୋଇ ଯାଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୬୮୩ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୬୮୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧ ମୃତ୍ୟୁ ଘଟିଛି । ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୫୯୭ କରୋନାର ନୂଆ ମାମଲା
ଚେନ୍ନାଇ ,ତାମିଲନାଡୁରେ ଗତ ୨୪ ଘଂଟାରେ ୫୯୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୮୮୯ହୋଇଛି ।