
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୪୫୫ ହୋଇ ଯାଇଛି
ରାଜ୍ୟରେ କରୋନାରେ ଆଉ ୨ ଜଣଙ୍କର ମୃତ୍ୟୁ , ମୋଟ ମୃତ୍ୟୁ ସଂଖ୍ୟା ୮୪୫୫ ହେଲା
ଭୁବନେଶ୍ୱର, ରାଜ୍ୟରେ କରୋନାରେ ଆଉ ୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହ ରାଜ୍ୟରେ କରୋନା କାରଣରୁ ମୃତ୍ୟୁ ସଂଖ୍ୟା ବଢି ୮୪୫୫ ହୋଇ ଯାଇଛି ।
ବିଭାଗ ଦ୍ୱାରା ଦିଆ ଯାଇଥିବା ସୂଚନା ଅନୁସାରେ ଖୋର୍ଧା ଓ ଗଂଜାମ ଜିଲ୍ଲାରେ ୧-୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଭୂୁବନେଶ୍ୱରର ୪୦ ବର୍ଷୀୟା କରୋନା ସଂକ୍ରମିତ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଗଂଜାମ ଜିଲ୍ଲାରେ ୭୨ ବର୍ଷୀୟା ମହିଳାଙ୍କ ମୃତ୍ୟୁ ଘଟିଥିବା ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।