
ମୁମ୍ବାଇ ,ମୁମ୍ବାଇରେ ଗତ ୨୪ ଘଂଟାରେ ୮୦୯ ନୂଆ କରୋନାର ମାମଲା ସାମନାକୁ ଆସିଛି । । ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ସକ୍ରିୟ ମାମଲାର ସଂଖ୍ୟା ୪,୭୬୫ରହିଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୩୩୧ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩୩୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୨୮୯ ହୋଇ ଯାଇଛି ।
ମିଜୋରାମରେ ଗତ ୨୪ ଘଂଟାରେ ୧୮୪ କରୋନାର ନୂଆ ମାମଲା
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୧୮୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୪୦୭୪୮ ହୋଇଛି ।