
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୧୭୨ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୪୯୨ ହୋଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୧,୩୭୭ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୧,୩୭୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ଏଠାରେ ମୋଟ କରୋନା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫,୮୦୩ ହୋଇଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୪୯୬ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୪୯୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୬୧୨ ହୋଇ ଯାଇଛି ।