
ଦିସପୁର, ଆସାମରେ ଗତ ୨୪ ଘଂଟାରେ କରୋନାର ୧୨୦ ଟି ନୂଆ ମାମଲା ସାମନାକୁ ଆସିଛି । ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୯୧ ହୋଇଛି । ରାଜ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
କେରଳରେ ଗତ ୨୪ ଘଂଟାରେ ୨,୪୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ ,କେରଳରେ ଗତ ୨୪ ଘଂଟାରେ ୨,୪୭୨ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୦,୪୦୦ ହୋଇ ଯାଇଛି ।
ଗୁଜରାତରେ ଗତ ୨୪ ଘଂଟାରେ ୩୯୪ କରୋନାର ନୂଆ ମାମଲା
ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୩୯୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୪୨୦ ହୋଇଛି ।