
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୨,୫୧୦ ନୂଆ କରୋନାର ମାମଲା ସାମନାକୁ ଆସିଛି । । ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ସକ୍ରିୟ ମାମଲାର ସଂଖ୍ୟା ୮୦୬୦ ରହିଛି ।
ଉତରାଖଣ୍ଡରେ ଗତ ୨୪ ଘଂଟାରେ ୩୮ କରୋନାର ନୂଆ ମାମଲା
ଦେହରାଦୁନ , ଉତରାଖଣ୍ଡରେ ଗତ ୨୪ ଘଂଟାରେ ୩୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨୨ ହୋଇଛି ।