ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୫,୩୬୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୨ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮,୨୧୭ ହୋଇଛି ।
ମିଜୋରାମରେ ଗତ ୨୪ ଘଂଟାରେ ୨୪୩କରୋନାର ନୂଆ ମାମଲା
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୨୪୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୬୫୮ହୋଇଛି ।