ନୂଆଦିଲ୍ଲୀ, ରାଷ୍ଟ୍ରପତି ରାମନାଥ କୋବିନ୍ଦ ନୂଆ ବର୍ଷ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ଜାରୀ ଏକ ଟ୍ୱିଟ୍ ରେ ସେ ଉଲ୍ଲେଖ କରିଛନ୍ତି ଯେ, ଆସନ୍ତୁ ସମସ୍ତେ ମିଶି ନୂଆ ବର୍ଷକୁ ସ୍ୱାଗତ କରିବା । ଏବଂ ନୂତନ ବର୍ଷ ସମସ୍ତଙ୍କ ଜୀବନରେ ଖୁସି, ସୁଖ, ଶାନ୍ତି, ସମୃଦ୍ଧି ଆଣି ଦେଉ ବୋଲି ସେ କାମନା କରିଛନ୍ତି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO