
ଗାନ୍ଧୀନଗର , ଗୁଜରାତରେ ଗତ ୨୪ ଘଂଟାରେ ୧୦୬୯ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩୯୨୭ହୋଇଛି ।
ମିଜୋରାମରେ ଗତ ୨୪ ଘଂଟାରେ ୮୪ କରୋନାର ନୂଆ ମାମଲା
ଆଇଜଲ , ମିଜୋରାମରେ ଗତ ୨୪ ଘଂଟାରେ ୮୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧,୭୧୫ ହୋଇଛି ।