
କୋଲକାତା , ପଶ୍ଚିମବଙ୍ଗ ରେ ଗତ ୨୪ ଘଂଟାରେ ୪,୫୧୨ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆ ଯଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୦୦ ହୋଇ ଯାଇଛି ।
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୯,୧୭୦ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୯,୧୭୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୨୨୫ ହୋଇଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୧,୪୮୯ କରୋନାର ନୂଆ ମାମଲା
ଚେନ୍ନାଇ , ତାମିଲନାଡୁରେ ଗତ ୨୪ ଘଂଟାରେ ୧,୪୮୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୩୪୦ ହୋଇଛି ।