
ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୩୩୨ ନୂଆ କରୋନାର ମାମଲା ସାମନାକୁ ଆସିଛି । । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୧ ହୋଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୬,୩୪୭ କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୬,୩୪୭ ନୂଆ କରୋନାର ମାମଲା ସାମନାକୁ ଆସିଛି । । ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ସକ୍ରିୟ ମାମଲାର ସଂଖ୍ୟା ୨୨,୩୩୪ ରହିଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୨,୭୧୬ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨,୭୧୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬,୩୬୦ ହୋଇ ଯାଇଛି ।