
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୩,୧୯୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୩୯୭ ହୋଇ ଯାଇଛି ।
କେରଳରେ ଗତ ୨୪ ଘଂଟାରେ ୨,୮୦୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ ,କେରଳରେ ଗତ ୨୪ ଘଂଟାରେ ୨,୮୦୨ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୯,୧୮୦ହୋଇ ଯାଇଛି ।
ମୁମ୍ବାଇରେ ଗତ ୨୪ ଘଂଟାରେ ୮୦୬୩କରୋନାର ନୂଆ ମାମଲା
ମୁମ୍ବାଇ , ମୁମ୍ବାଇରେ ଗତ ୨୪ ଘଂଟାରେ ୮୦୬୩ ନୂଆ କରୋନାର ମାମଲା ସାମନାକୁ ଆସିଛି । । ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ସକ୍ରିୟ ମାମଲାର ସଂଖ୍ୟା ୨୯,୮୧୯ ରହିଛି ।