ଭୁବନେଶ୍ୱର, ପଂଚାୟତ ନିର୍ବାଚନ ପାଇଁ ଆସନ୍ତା ୧୦ ତାରିଖରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ । ୧୦ ତାରିଖ ପୂର୍ବାହ୍ନ୧୧ ଟା ୩୦ରେ ରେ ସର୍ବଦଳୀୟ ବୈଠକ ପାଇଁ ଆହ୍ୱାନ ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପାଢୀ । ସର୍ବଦଳୀୟ ବୈଠକରେ ନିର୍ବାଚନ ପାଇଁ ବିଚାର ବିମର୍ଶ କରାଯିବ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO