ଭୁବନେଶ୍ୱର, ଭୁବନେଶ୍ୱର ବାଣୀବିହାର ସ୍ଥିତ ଡିସିପି ଅଫିସରେ ଏକାଧିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ପରେ ବିଏମସି ଏହି ଅଫିସକୁ ସିଲ କରିିଛି । ବିଏମ୍ସିର ଜଣେ ବରିଷ୍ଠ ଅଧିକାରୀ ଏହି ସୂଚନା ଦେଇଛନ୍ତି ।