ଭୁବନେଶ୍ୱର, :ରାଜ୍ୟରେ ସଂକ୍ରମଣ ବଢିଛି, ଆଗକୁ ବି ସଂକ୍ରମଣ ବଢିବର ସମ୍ଭାବନା ରହିଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି ଯେ ସଂକ୍ରମଣ ବଢ଼ିଲେ ବି ମୁକାବିଲା କରିବାକୁ ରାଜ୍ୟ ସରକାର ପ୍ରସ୍ତୁତ, ଆବଶ୍ୟକ ହେଲେ ସରକାର ନୂଆ ଗାଇଡଲାଇନ୍ ଜାରି କରିବୋ ସଂକ୍ରମଣ କମାଇବାକୁ ହେଲେ ଆମକୁ ସଜାଗ ହେବାକୁ ପଡିବ । ଏହା ସହ ଆମର ବ୍ୟବହାରରେ ପରିବର୍ତନ କରିବାକୁ ପଡିବ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO